ଅର୍ଥ : ତାପଦ୍ବାରା ତରଳ ପଦାର୍ଥକୁ ଫୁଟାଇବା କାମ ବା ଉତ୍ତାପରେ ତରଳ ପଦାର୍ଥ ଫୁଟିବାର ପ୍ରକ୍ରିୟା
ଉଦାହରଣ :
ପାଣି ଓ କ୍ଷୀର ଫୁଟିବା ଏକ ନିର୍ଦ୍ଦିଷ୍ଟ ତାପମାତ୍ରାରେ ହୁଏ
ସମକକ୍ଷ : ଫୁଟିବା
ଅନ୍ୟ ଭାଷାରେ ଅନୁବାଦ :
ताप देकर तरल पदार्थ को उबालने का काम या ताप पर द्रव के उबलने की क्रिया।
पानी और दूध का क्वथन एक अगल निश्चित ताप पर होता है।