ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : ଏକ ବର୍ଣ୍ଣବୃତ୍ତ
ଉଦାହରଣ : ତୁଙ୍ଗର ପ୍ରତ୍ୟେକ ଚରଣରେ ଦୁଇଟି ନଗଣ ତଥା ଦୁଇଟି ଗୁରୁ ଥାଏ
ସମକକ୍ଷ : ତୁଂଗ
ଅନ୍ୟ ଭାଷାରେ ଅନୁବାଦ :हिन्दी English
एक वर्णवृत्त।
(prosody) a system of versification.
ଅର୍ଥ : ବହୁତ ବଡ଼ ଓ ବିଶେଷ ଉଚ୍ଚତାଯୁକ୍ତ ବା ଯାହାର ବିସ୍ତ୍ରୃତି ଉପର ଆଡ଼କୁ ହୋଇଛି
ଉଦାହରଣ : ଏଭେରେଷ୍ଟ ହିମାଳୟର ସବୁଠୁଁ ଉଚ୍ଚ ଶିଖର ତାର ଲଲାଟ ଉଚ୍ଚ ମୟଙ୍କ ଆଣ୍ଠୁପର୍ଯ୍ୟନ୍ତ ଉଚ୍ଚ ପ୍ୟାଣ୍ଟ ପିନ୍ଧେ
ସମକକ୍ଷ : ଉଚ୍ଚ, ଉଚ୍ଚା, ଉଞ୍ଚ, ଉଞ୍ଚା, ଉତ୍ତୁଙ୍ଗ, ଉନ୍ନତ
ଅନ୍ୟ ଭାଷାରେ ଅନୁବାଦ :हिन्दी
बहुत बड़ा या विशेष ऊँचाई का या जिसका विस्तार ऊपर की ओर अधिक हो।
ସଂସ୍ଥାପନ କରନ୍ତୁ