ଅର୍ଥ : ସବୁ କାମ ଉତ୍ତମ ରୂପେ ଅମଳ କରୁଥିବା ବା ନିଜ କର୍ତ୍ତବ୍ୟର ଉଚିତ୍ ପାଳନ କରୁଥିବା ବ୍ୟକ୍ତି
ଉଦାହରଣ :
ରାଜା ଯୋଗ୍ୟ ମନ୍ତ୍ରୀଙ୍କ ଉପରେ କାର୍ଯ୍ୟଭାର ଅର୍ପଣ କରି ନିଶ୍ଚିନ୍ତ ହେଲେ
ସମକକ୍ଷ : ଅମଳୀ, କର୍ମଠ, କର୍ମନିରତ, କାର୍ଯ୍ୟଦକ୍ଷ୍ୟ
ଅନ୍ୟ ଭାଷାରେ ଅନୁବାଦ :
Having authority or ascendancy or influence.
An important official.ଅର୍ଥ : ଯାହାର କୌଣସି କାମ କରିବାପାଇଁ ଶକ୍ତି ବା ଗୁଣ ଅଛି
ଉଦାହରଣ :
ଏହି କାମ କରିବାପାଇଁ ଜଣେ ଯୋଗ୍ୟ ବ୍ୟକ୍ତିର ଆବଶ୍ୟକତା ଅଛି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯେଉଁଭଳି ହେବା ଦରକାର ସେଭଳି
ଉଦାହରଣ :
ଆପଣ ଉଚିତ କଥା କହିବା ଆବଶ୍ୟକ ସମୁଚିତ ପ୍ରଚେଷ୍ଟାଦ୍ୱାରା ଯେ କୌଣସି କାର୍ଯ୍ୟରେ ସଫଳତା ମିଳେ
ସମକକ୍ଷ : ଉଚିତ, ଉପଯୁକ୍ତ, ଠିକ, ସମୁଚିତ
ଅନ୍ୟ ଭାଷାରେ ଅନୁବାଦ :
Suitable for a particular person or place or condition etc.
A book not appropriate for children.