ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : ସୂତା, ଛଣଆଦିକୁ ବଳି ତିଆରିକରାଯାଉଥିବା ଲମ୍ବା ବସ୍ତୁ ଯାହା ବିଶେଷ କରି ବାନ୍ଧିବା କାର୍ଯ୍ୟରେ ଆସେ
ଉଦାହରଣ : ଗାଁବାଲା ଚୋରକୁ ଦଉଡ଼ିରେ ବାନ୍ଧିଦେଲେ
ସମକକ୍ଷ : ଡୋର, ଦଉଡି, ରଶି
ଅନ୍ୟ ଭାଷାରେ ଅନୁବାଦ :हिन्दी English
रूई,सन आदि को बटकर बनाई हुई लम्बी चीज़ जो विशेषकर बाँधने आदि के काम आती है।
A line made of twisted fibers or threads.
ସଂସ୍ଥାପନ କରନ୍ତୁ