Meaning : ଦେଖିବାପାଇଁ ବା ପାଇବାପାଇଁ କୌଣସି ବସ୍ତୁର ଅନ୍ୱେଷଣ କରି ତାହା କେମିତି ଓ କେଉଁଠି ଅଛି ତାକୁ ଜାଣିବା
Example :
କଲମ୍ବସ୍ ଆମେରିକା ଆବିଷ୍କାର କରିଥିଲେ
Synonyms : ଆବିଷ୍କାର
Translation in other languages :
Meaning : କୌଣସି ବିଷୟ ସମ୍ବନ୍ଧୀୟ ତଥ୍ୟ ବାବଦରେ ପରୀକ୍ଷଣ କରିବାର କାମ
Example :
ତହସିଲଦାର ଗାଁକୁ ତଦନ୍ତ କରିବାପାଇଁ ଆସୁଛନ୍ତି ଗଭୀର ଅନୁସଂଧାନ ପରେ ଆମେ ଏହି ନିଷ୍ପତ୍ତିରେ ପହଞ୍ଚିଛୁ
Synonyms : ଅନୁସଂଧାନ, ତଥ୍ୟାନ୍ୱେଷଣ, ତଦନ୍ତ
Translation in other languages :
किसी विषय से संबंधित तथ्यों के बारे में छानबीन करने का काम।
तहसीलदार गाँवों की जाँच-पड़ताल करने आ रहे हैं।