Meaning : ହାତ ଅଙ୍ଗୁଳିର ଗୋଟିଏ ଶିରାରୁ ଅନ୍ୟଶିରା ପର୍ଯ୍ୟନ୍ତ ଦୂରତା
Example :
ଲେଖିବା ସମୟରେ ଦୁଇଟି ଶବ୍ଦ ମଧ୍ୟରେ ଏକ ଆଙ୍ଗୁଳ ଦୂରତା ରହିବା ଦରକାର
Synonyms : ଅଙ୍ଗୁଳି
Translation in other languages :
The length of breadth of a finger used as a linear measure.
digit, finger, finger's breadth, fingerbreadthMeaning : ଆଙ୍ଗୁଳିର ଚଉଡ଼ାସହ ସମାନ ଏକ ମାପ
Example :
ରାମର ଆକାର ବର୍ଷକ ମଧ୍ୟରେ ଚାରି ଆଙ୍ଗୁଳ ବଢ଼ିଯାଇଛି
Synonyms : ଅଙ୍ଗୁଳ, ଅଙ୍ଗୁଳି, ଆଙ୍ଗୁଳି
Translation in other languages :
The length of breadth of a finger used as a linear measure.
digit, finger, finger's breadth, fingerbreadth