Meaning : ଆବଶ୍ୟକ ହେବାର ଅବସ୍ଥା ବା ଭାବ
Example :
ଏହି ପଦ ପାଇଁ ଆବଶ୍ୟକତାରୁ ଅଧିକ ଆବେଦନ ପତ୍ର ମିଳିଛି ଏହି କାମ କରିବା ନିମନ୍ତେ ମୋପାଇଁ ତୁମର ଆବଶ୍ୟକତା ନାହିଁ
Synonyms : ଦରକାର, ବାଞ୍ଛନୀୟ, ଲୋଡ଼ା
Translation in other languages :
Required activity.
The requirements of his work affected his health.Meaning : ସେହି ବିଚାର ଯାହା ପୂରଣ କରିବାପାଇଁ କୌଣସି କାମ କରାଯାଏ
Example :
ଏହି କାମ କରିବା ପଛରେ ଆପଣଙ୍କର କି ଉଦ୍ଦେଶ୍ୟ ଅଛି? ନିଜ ଉଦ୍ଦେଶ୍ୟ ପୂରଣ କ୍ଷେତ୍ରରେ ଆପଣଙ୍କର ସମୟ ନଷ୍ଟକରିବା ଉଚିତ୍ ନୁହେଁ
Synonyms : ଅଭିପ୍ରାୟ, ଉଦ୍ଦେଶ୍ୟ, ପ୍ରୟୋଜନ, ମତଲବ୍, ଲକ୍ଷ
Translation in other languages :
वह विचार जिसे पूरा करने के लिए कोई काम किया जाए।
इस काम को करने के पीछे आपका क्या उद्देश्य है?