Meaning : କୌଣସି ପୁସ୍ତକଆଦିର ଆରମ୍ଭରେ ଥିବା ବକ୍ତବ୍ୟ ଯେଉଁଥିରୁ ସେ ପୁସ୍ତକରେ ନିହିତ ବିଷୟ ସଂପର୍କରେ ଜାଣିହୁଏ
Example :
ଏହି ପୁସ୍ତକର ଭୂମିକା ବହୁତ ଭବିଚିନ୍ତି ଲେଖାଯାଇଛି
Synonyms : ଅବତରଣିକା, ପ୍ରସ୍ତାବନା, ପ୍ରାକ୍ କଥା, ପ୍ରାକ୍-ଭାଷ, ଭୂମିକା, ମୁଖବନ୍ଧ
Translation in other languages :