Meaning : ଭାତ, ରୁଟିଆଦି ସହିତ ଖିଆଯାଉଥିବା ପଦାର୍ଥ
Example :
ପର୍ବପର୍ବାଣୀରେ ଭିନ୍ନ ଭିନ୍ନ ପ୍ରକାର ବ୍ୟଞ୍ଜନ ତିଆରି ହୁଏ
Translation in other languages :
चावल, रोटी आदि के साथ खाये जाने वाले पदार्थ।
त्योहारों में तरह-तरह के व्यंजन बनाए जाते हैं।Meaning : ଖାଇବା କିମ୍ବା ପିଇବା କାମରେ ବ୍ୟବହୃତ ବସ୍ତୁ ଯେଉଁଥିରୁ ଶରୀରକୁ ଶକ୍ତି ମିଳେ ଏବଂ ଶାରୀରିକ ବିକାଶ ଘଟେ
Example :
ଗାଁ ଅପେକ୍ଷା ସହରରେ ଖାଦ୍ୟବସ୍ତୁର ମୂଲ୍ୟ ଖୁବ୍ ବେଶି
Synonyms : ଅନ୍ନ, ଅର୍କ, ଆହାର ପଦାର୍ଥ, ଖାଦ୍ୟ, ଖାଦ୍ୟପଦାର୍ଥ, ଖାଦ୍ୟବସ୍ତୁ, ଭୋଜ୍ୟ ପଦାର୍ଥ
Translation in other languages :
खाने (या पीने) के काम आने वाली वस्तु जिससे शरीर को ऊर्जा मिले और शारीरिक विकास हो।
गाँव की अपेक्षा शहरों में खाद्य वस्तुएँ बहुत महँगी हैं।Meaning : ଖାଦ୍ୟ ଖାଇବା କ୍ରିୟା
Example :
ଭୋଜନ ପରେ ସେ ବିଶ୍ରାମ କରିବାକୁ ଗଲେ
Synonyms : ଅନ୍ନ ଗ୍ରହଣ, ଖାଦ୍ୟଗ୍ରହଣ, ଭୋଜନ
Translation in other languages :
Meaning : ଦିନରେ ପ୍ରାୟତଃ ଦୁଇଥର ନିର୍ଦିଷ୍ଟ ସମୟରେ ନିଆଯାଉଥିବା ପୂର୍ଣ୍ଣାହାର
Example :
ସେ ଠାକୁରଙ୍କୁ ଭୋଗ ଲଗାଇବାପରେ ଭୋଜନ ଗ୍ରହଣ କରନ୍ତି ଖାଦ୍ୟ ପ୍ରସ୍ତୁତ
Translation in other languages :
Meaning : ମାଂସାହାରୀ ଜୀବଜନ୍ତୁମାନଙ୍କ ଦ୍ବାରା ଭକ୍ଷଣ କରା ଯାଉଥିବା କୀଟ,ପଶୁ,ପକ୍ଷୀ ଆଦି
Example :
ଝିଟିପିଟି ନିଜ ଶିକାରକୁ ନିଜ ଜିଭରେ ଝାମ୍ପି ନେଲା
Synonyms : ଭକ୍ଷ ପଦାର୍ଥ, ଭୋଜନ, ଶିକାର
Translation in other languages :
मांसाहारी जीव-जन्तुओं द्वारा भक्षण किया जाने वाले कीट, पशु, पक्षी आदि।
छिपकली ने शिकार को अपनी जीभ से लपक लिया।The usual food and drink consumed by an organism (person or animal).
diet