Meaning : ସ୍ଥଳରେ ଗତିକରୁଥିବା ବସ୍ତୁଗୁଡ଼ିକ ଖୁବ ଜୋରରେ ଚାଲିବା
Example :
ଚାବୁକ ବାଜିବାରୁ ହିଁ ଘୋଡ଼ା ପବନ ବେଗରେ ଦୌଡ଼ିଲା ଚାବୁକ ଲଗାଇବାରୁ ଘୋଡ଼ା ପବନରେ ଉଡ଼ିଲା
Synonyms : ପବନ ବେଗରେ ଦୌଡ଼ିବା, ପବନରେ ଉଡ଼ିବା
Translation in other languages :
Meaning : ପବନରେ ଉଡ଼ିବା ବା ଫରଫରହେବା
Example :
ବିଦ୍ୟାଳୟ ପ୍ରାଙ୍ଗଣରେ ଜାତୀୟ ପତାକା ଫରଫର ହୋଇ ଉଡ଼ୁଛି
Synonyms : ଫରଫର ହୋଇ ଉଡ଼ିବା
Translation in other languages :
Meaning : ଆକାଶ ମାର୍ଗରେ ବା ପବନ ଭିତର ଦେଇ ଗୋଟିଏ ସ୍ଥାନରୁ ଆଉ ଗୋଟିଏ ସ୍ଥାନକୁ ଯିବା
Example :
ଉଡ଼ାଜାହାଜ ସମୁଦ୍ର ଉପରେ ଉଡ଼ୁଥିଲା
Synonyms : ଉଡ଼ାଣ କରିବା
Translation in other languages :
आकाश मार्ग से या हवा में होकर एक स्थान से दूसरे स्थान पर जाना।
हवाई जहाज़ समुद्र के ऊपर से उड़ रहा था।Meaning : କୌଣସି ଭକ୍ଷଣୀୟ ବସ୍ତୁକୁ ଭକ୍ଷଣକରିବା
Example :
ବିଭାଘରରେ ଅନେକ ଲଡ଼ୁ ଉଡ଼ିଲା
Synonyms : ଖିଆଯିବା, ଭୋଜନ କରାଯିବା
Translation in other languages :
Meaning : ପବନରେ ଉପରକୁ ଉଠିବା ବା ଖେଳେଇ ହୋଇଯିବା
Example :
ଆକାଶରେ ରଙ୍ଗ ବେରଙ୍ଗ ଗୁଡ଼ି ଉଡୁଛି
Translation in other languages :
Meaning : ଆବଶ୍ୟକତାଠାରୁ ଅଧିକ ଖର୍ଚ୍ଚ କରିବା
Example :
ଶେଠଙ୍କ ଜନ୍ମଦିନରେ ଅନେକ ଟଙ୍କା ଉଡ଼ିଗଲା
Synonyms : ଅତ୍ୟଧିକ ଖର୍ଚ୍ଚ କରିବା, ବଦଖର୍ଚ୍ଚ କରିବା
Translation in other languages :