Meaning : ଛୋଟ ଲାଞ୍ଜଥିବା ବା ନଥିବା ପ୍ରାଇମେଟ ଯାହା ମାଙ୍କଡ଼ ପରି
Example :
କପି ଏବଂ ମାଙ୍କଡ଼ ଦୁଇଟି ଅଲଗା ଜାତିର ଅଟନ୍ତି
Translation in other languages :
Any placental mammal of the order Primates. Has good eyesight and flexible hands and feet.
primateMeaning : କୌଣସି ଶବ୍ଦ, ବାକ୍ୟ, ଲେଖା ଆଦିକୁ ଦେଖି ସେଗୁଡ଼ିକୁ ଆକ୍ଷରିକଭାବେ ଲେଖିବାର ପ୍ରକ୍ରିୟା
Example :
ଶିକ୍ଷକ ଦୁଇଜଣ ପରୀକ୍ଷାର୍ଥୀଙ୍କୁ କପି କଲାବେଳେ ଧରିଲେ
Synonyms : ନକଲ
Translation in other languages :
Meaning : ଯେଉଁ କାଗଜ ଉପରେ କୌଣସି ଲେଖା ବା ବିବରଣ ଉତୁରା ଯାଇଥାଏ
Example :
ବୋର୍ଡ଼ ପରୀକ୍ଷାରେ ନକଲ କରିବାପାଇଁ ପିଲାମାନେ କପି ତିଆରି କରୁଛନ୍ତି
Synonyms : ନକଲ
Translation in other languages :