Meaning : ଦେଶରେ ଶାସନ କରୁଥିବା ସରକାର ଯାହାଙ୍କ ମୁଖ୍ୟାଳୟ ଦେଶର ରାଜଧାନୀରେ ଥାଏ
Example :
କେନ୍ଦ୍ର ଚାଷୀଙ୍କ ନିମନ୍ତେ ନୂଆନୂଆ ଯୋଜନାସବୁ ପ୍ରଣୟନ କରୁଛି
Synonyms : କେଂଦ୍ର ସରକାର, କେନ୍ଦ୍ର, କେନ୍ଦ୍ର ସରକାର
Meaning : ଆପଣଙ୍କ ରୁଚିଥିବା ବା ଆପଣଙ୍କ ଧ୍ୟାନ କେନ୍ଦ୍ରିତ ହୋଇଥିବା ବସ୍ତୁ
Example :
ପଡିଆର ଖେଳୁଥିବା ଖେଳାଳି ଦର୍ଶକଙ୍କ ଆକର୍ଷଣର କେନ୍ଦ୍ର ହୋଇଥାଏ
Synonyms : କେନ୍ଦ୍ର
Translation in other languages :
The object upon which interest and attention focuses.
His stories made him the center of the party.