Meaning : ମନୁଷ୍ୟ ଜୀବନରେ ଅଲଗା ଅଲଗା ଗ୍ରହମାନଙ୍କର ନିଶ୍ଚିତ ଭୋଗକାଳ
Example :
ଏବେ ମୋର ଗ୍ରହଦଶା ବହୁତ ଭଲଚାଲିଛି
Synonyms : କାଳ, ଗ୍ରହଦଶା, ଗ୍ରହଭୋଗ, ଦଶା
Translation in other languages :
मनुष्य के जीवन में अलग-अलग ग्रहों के निश्चित भोगकाल।
अभी मेरी ग्रह दशा बहुत अच्छी चल रही है।