Meaning : ଦିନ ରାତିର ଚବିଶ ଭାଗରୁ ଭାଗେ କିମ୍ବା ଷାଠିଏ ମିନିଟର ସମୟ
Example :
ଗାଡ଼ି ଏକ ଘଣ୍ଟା ବିଳମ୍ବରେ ଚାଲୁଅଛି
Synonyms : ଘଂଟା
Translation in other languages :
A period of time equal to 1/24th of a day.
The job will take more than an hour.Meaning : ଧାତୁ ନିର୍ମିତ ଯେଉଁ ବିଶେଷ ଗୋଲାକାର ବାଦ୍ୟ ଉପରେ ହାତୁଡ଼ିଆଦିରେ ଆଘାତକଲେ ଶବ୍ଦ ଉତ୍ପନ୍ନ ହୁଏ
Example :
ଘଣ୍ଟାର ଟଂନ ଟଂନ ଶବ୍ଦ ଶୁଣି ପିଲାମାନେ ଶ୍ରେଣୀଆଡ଼କୁ ଦୌଡ଼ିଲେ
Synonyms : ଘଣ୍ଟ
Translation in other languages :
Meaning : ଯେତିକି ଦୂରତା ଏକ ଘଣ୍ଟାରେ ଅତିକ୍ରମ କରିହୁଏ
Example :
ମୋ ଘର ଷ୍ଟେସନଠାରୁ ଏକ ଘଣ୍ଟାର ରାସ୍ତା
Synonyms : ଘଂଟା
Translation in other languages :