Subscribe
URL of the page has been copied to clipboard.
Meaning : ନିଜନିଜ ଭିତରେ ଏପରି ମିଶିବା ଯେପରି ଦୁଇଜଣଙ୍କର ପାର୍ଶ୍ୱ ବା ତଳ ପରସ୍ପର ସହ ଲାଗିଯିବ
Example : ପିଲାଟି ଡରିକରି ତା’ ମାର ଛାତିକୁ ଜାବୁଡ଼ି ଧଇଲା ଶଲ୍ୟ ଚିକିତ୍ସାଦ୍ୱାରା ତାର କଟା ହୋଇଥିବା ଆଙ୍ଗୁଳି ଯୋଡ଼ି ହୋଇଗଲା
Synonyms : ମିଶିଯିବା, ଯୋଡ଼ିହେବା, ଲାଗିବା
Translation in other languages :हिन्दी
आपस में इस प्रकार मिलना कि दोनों के पार्श्व या तल एक दूसरे को स्पर्श करें।
Install App