Meaning : ଶରୀର ଯେଉଁ ଗଣ୍ଠି ବା ଜୋଡ଼ରେ ଅଙ୍ଗ ବଙ୍କାହୁଏ ବା ମୋଡ଼େ
Example :
ମୋର ଆଙ୍ଗୁଳି ଗଣ୍ଠିରେ କଷ୍ଟ ହେଉଛି
Synonyms : ଅବୟବ ସନ୍ଧି, ଗଣ୍ଠି
Translation in other languages :
(anatomy) the point of connection between two bones or elements of a skeleton (especially if it allows motion).
articulatio, articulation, joint