Meaning : କାଶ୍ମୀର, ଆଲମୋଡ଼ାଆଦି ପାହାଡ଼ିଆ ଅଞ୍ଚଳରେ ବ୍ୟବହାର ହେଉଥିବା ଏକ ରେଶମ ବସ୍ତ୍ର ଯାହା ବହୁତ ଗରମ ଲାଗେ
Example :
ଥଣ୍ଡାରୁ ରକ୍ଷାପାଇବାପାଇଁ ସେ ମଠା ଉପରେ ସାଲ୍ ଘୋଡ଼େଇ ହେଲା
Translation in other languages :
काश्मीर,अलमोड़ा आदि पहाड़ी प्रदेशों में उपयोग किया जानेवाला एक ऊनी वस्त्र जो बहुत गरम होता है।
ठंड से बचने के लिए उसने पट्टू के ऊपर से साल ओढ़ ली।Meaning : ଏକ ପ୍ରକାରର ନିକୃଷ୍ଟ କଠିନ ଏବଂ ମୋଟା ରେଶମ
Example :
ଟସରରୁ ଶାଢ଼ି, ଜାମା ଆଦି ତିଆରି ହୁଏ
Synonyms : ତସର
Translation in other languages :
Meaning : ରେଶମ ପୋକ
Example :
ରେଶମ ପ୍ରସ୍ତୁତ କରିବା ଲାଗି ରେଶମ ପୋକକୁ କୋଷ ସହିତ ଗରମପାଣିରେ ଫୁଟାଇଦିଆଯାଏ
Synonyms : ରେଶମ ପୋକ
Translation in other languages :