Meaning : ଜମି-ବାଡ଼ି ଭୂମିଆଦିରେ ଲାଗୁଥିବା କର
Example :
ଜମିଦାରୀ ଯୁଗରେ ଖଜଣା ଦେଇ ନପାରିଲେ ଜମିଦାର କୃଷକମାନଙ୍କର ଜମି ଦଖଲ କରିନେଉଥିଲେ
Translation in other languages :
Charge against a citizen's person or property or activity for the support of government.
revenue enhancement, tax, taxation