Meaning : ଯାହା ନ୍ୟାୟ ସଙ୍ଗତ, ଉଚିତ ଓ ଧର୍ମ ସହିତ ସମ୍ବନ୍ଧିତ
Example :
ସତ୍ୟ ରକ୍ଷାନିମନ୍ତେ ସେ ନିଜର ଜୀବନକୁ ବଳି ଦେଲେ
Translation in other languages :
A fact that has been verified.
At last he knew the truth.Meaning : ଯାହା ନିର୍ଦ୍ଦିଷ୍ଟ ବା ନିର୍ଦ୍ଧାରିତ
Example :
ମୁଁ ନିର୍ଦ୍ଧାରିତ ଜାଗାରେ ପହଞ୍ଚିଯିବି
Synonyms : ଅବଧାରିତ, ନିର୍ଦ୍ଦିଷ୍ଟ, ନିର୍ଦ୍ଧାରିତ, ନିଶ୍ଚିତ
Translation in other languages :
Characterized by certainty or security.
A tiny but assured income.Meaning : କୌଣସି କଥା ପ୍ରସଙ୍ଗରେ ପୂର୍ବାପର ବା ତାଳମେଳ ଆଲୋଚନା ଅଥବା ଅନ୍ୟ କୌଣସି ପ୍ରକାରରେ ଠିକ୍ ବା ମେଳ ରଖିବାବାଲା
Example :
ମନ୍ତ୍ରୀଙ୍କ ସଙ୍ଗତ ଉତ୍ତରରେ ସାମ୍ବାଦିକମାନେ ଚୁପ୍ ହୋଇଗଲେ
Synonyms : ଉଚିତ, ଉପଯୁକ୍ତ, ଯଥାର୍ଥ, ଯଥୋଚିତ, ସଙ୍ଗତ, ୱାଜିବ
Translation in other languages :
Suitable for a particular person or place or condition etc.
A book not appropriate for children.