Meaning : ବିପତ୍ତି ବା ଅନିଷ୍ଟ ଆଶଙ୍କାରେ ମନରେ ଉତ୍ପନ୍ନ ହେଉଥିବା ବିକାର ବା ଭାବ
Example :
ଗୁଜୁରାଟର ସାମ୍ପ୍ରଦାୟିକ ଦଙ୍ଗା ଲୋକଙ୍କ ମନରେ ଭୟ ସଂଚାର କଲା
Translation in other languages :
An emotion experienced in anticipation of some specific pain or danger (usually accompanied by a desire to flee or fight).
fear, fearfulness, frightMeaning : ଅନିଷ୍ଟ ସମ୍ଭାବନାରୁ ମନରେ ହେଉଥିବା କଳ୍ପନା
Example :
କୌଣସି ଦୁର୍ଘଟଣା ହେବ ବୋଲି ତାଙ୍କର ଆଶଙ୍କା ଥିଲା
Synonyms : ଆଶଙ୍କା, ଭୟ, ଶଙ୍କା, ସଂଶୟ
Translation in other languages :
Fearful expectation or anticipation.
The student looked around the examination room with apprehension.Meaning : ସଙ୍କଟର ଉଦେଶ୍ୟ ବା କାରଣ
Example :
ଜାପାନରେ ଭୂକମ୍ପ ଗୋଟିଏ ସବୁଦିନିଆ ଭୟ କାଶ୍ମୀରୀରେ ଆତଙ୍କବାଦ ଗୋଟିଏ ନିତିଦିନିଆ ଭୟ
Translation in other languages :