Meaning : କୌଣସି ସ୍ଥାନରେ ପହଞ୍ଚିବା ନିମନ୍ତେ ଡେଇଁବା କାମ
Example :
ସେ ଖାଈ ପାର ହେବାପାଇଁ ଡିଆଁ ମାରିଲା
Translation in other languages :
Meaning : ଡେଇଁକି ପହଞ୍ଚିବା
Example :
ଚୋର ପୋଲିସଠୁ ବଞ୍ଚିବାପାଇଁ ନଦୀକୁ ଡିଆଁମାରିଲା
Synonyms : ଦୌଡ଼ିବା
Translation in other languages :
उछलकर कहीं पहुँचना।
चोर पुलिस से बचने के लिए नदी में कूद गया।