Meaning : ପତ୍ର ଓ ଡାଳ ବିନା
Example :
କୃଷକ ଥୁଣ୍ଟା ଗଛର ଚେର ଖୋଳୁଥିଲା
Translation in other languages :
Meaning : ଯାହାର ସବୁଠୁ ଉପରି ଭାଗ, ବସ୍ତୁ ଆଦି (ବିଶେଷ କରି ଶୋଭା ବଢ଼ାଉଥିବା) କୌଣସି କାରଣରୁ ନ ଥାଏ
Example :
ତୋଫାନ କାରଣରୁ ସାରା ଜଙ୍ଗଲ ଥୁଣ୍ଟା ହୋଇଗଲା ଗ୍ରୀଷ୍ମଦିନେ ଏହି ପର୍ବତ ଥୁଣ୍ଟା ହୋଇଯାଏ
Translation in other languages :
Meaning : ଯେଉଁଥିରେ ଡାଳ,ପତ୍ର ଆଦି କୌଣସି କାରଣରୁ ନ ଥାଏ
Example :
କୃଷକ ଥୁଣ୍ଟା ଗଛଟିକୁ କାଟୁଛି