Meaning : ଯାହାକୁ ଦେଖି ତା ଅନୁସାରେ କିଛି କରାଯାଏ ବା ତିଆରି କରାଯାଏ
Example :
ବୈଜ୍ଞାନିକମାନେ ପକ୍ଷୀମାନଙ୍କୁ ନମୂନା ଭାବେ ନେଇ ଉଡ଼ାଜାହାଜ ନିର୍ମାଣ କରିଛନ୍ତି
Synonyms : ଆଦର୍ଶ, ଉଦାହରଣ, ଡିଜାଇନ, ନମୁନା, ନିଦର୍ଶନ
Translation in other languages :
A model considered worthy of imitation.
The American constitution has provided a pattern for many republics.Meaning : କୌଣସି ବିଷୟକୁ ସ୍ପଷ୍ଟ ରୂପରେ ବଦଳାଇବା କିମ୍ବା ସିଦ୍ଧ କରିବାପାଇଁ କୌଣସି ଜଣାଶୁଣା ଅନ୍ୟ ବିଷୟର ଉଲ୍ଲେଖ
Example :
ବିଷୟଗୁଡ଼ିକୁ ଉଦାହରଣ ଦେଇ ବୁଝାଇଲେ ଶୀଘ୍ର ବୁଝିହୁଏ
Translation in other languages :