Meaning : ଯେଉଁ ନଳାରେ ମଇଳା ପାଣି ବହେ
Example :
ଘରଗୁଡ଼ିକର ନଳାପାଣି ଗଳିରେ ଜମା ହେଲେ ବିଭିନ୍ନ ପ୍ରକାରର ରୋଗ ଉତ୍ପନ୍ନ ହୋଇଥାଏ
Synonyms : ନାଳ
Translation in other languages :
Meaning : ଜଳ ବୋହିଯିବାର ସରୁ ମାର୍ଗ ବା ଛୋଟ ନାଳ
Example :
ମଇଳା ଭର୍ତ୍ତି ହୋଇଯିବାହେତୁ ନାଳୀର ମୁହଁ ବନ୍ଦ ହୋଇଯାଇଛି
Translation in other languages :
Meaning : ଏହି ବଡ଼ ନଳା ଯେଉଁଥିରେ ବର୍ଷା ପାଣି ବା ମଇଳା ପାଣିଆଦି ପ୍ରବାହିତ ହୁଏ
Example :
ଏହି ନଳାର ପାଣି ସହରଠାରୁ ଦୂରରେ ଏକ ନଦୀରେ ଯାଇପଡ଼ିଛି
Synonyms : ନାଳ
Translation in other languages :