Meaning : ବିଶେଷକରି ନିୟମିତ ପ୍ରକାଶିତ ହେଉଥିବା ଏକ ବିଶେଷ ପ୍ରକାରର ପୁସ୍ତକ ଯେଉଁଥିରେ କୌଣସି ସୂଚନା, ପରିଚୟ, ଖବର କାହାର ଚିନ୍ତନ କିମ୍ବା ବର୍ଣ୍ଣନା ରହିଥାଏ
Example :
ସେ ପତ୍ରିକା ପଢ଼ିବାକୁ ପସନ୍ଦ କରେ
Synonyms : ମାଗାଜିନ୍
Translation in other languages :
Meaning : ଯେଉଁ କାଗଜଆଦି ଉପରେ କାହାପାଇଁ କିଛି ସମାଚାର ବା ବିବରଣ ଇତ୍ୟାଦି ଲେଖାଯାଇଥାଏ
Example :
ବନ୍ଦନା ପରଦେଶରେ ରହୁଥିବା ନିଜ ଭାଇକୁ ସବୁବେଳେ ଚିଠିଲେଖେ ମନ୍ତ୍ରୀ ରାଜଦରବାରରେ ଦୂତଦ୍ୱାରା ଅଣାଯାଇଥିବା ଚିଠି ପଢ଼ିଲେ
Translation in other languages :