Meaning : ଗୁରୁଜନ, ପୂଜ୍ୟ, ସ୍ୱାମୀଆଦିଙ୍କୁ ସୁଖ ପହଞ୍ଚାଇବାପାଇଁ କରାଯାଉଥିବା କାମ
Example :
ସେ ଦିନରାତି ନିଜ ମାତାପିତାଙ୍କ ସେବାରେ ଲାଗିଥାଏ
Synonyms : ସେବା
Translation in other languages :
Meaning : ଚାକରର କାମ
Example :
ଏହି ଘରର ସେବା ମୁଁ ଗଲା କୋଡ଼ିଏ ବର୍ଷହେଲା କରିଆସୁଅଛି
Translation in other languages :