Copy page URL Share on Twitter Share on WhatsApp Share on Facebook
Get it on Google Play
Meaning of word ପରିବାର ଚଳାଇବା from ଓଡ଼ିଆ dictionary with examples, synonyms and antonyms.

ପରିବାର ଚଳାଇବା   କ୍ରିୟାପଦ

Meaning : କାହାରି ପ୍ରତିପାଳନ କରିବାପାଇଁ ସାଧନର ବ୍ୟବସ୍ଥା କରିବା

Example : ଶ୍ୟାମ ଗୋଟିଏ ବଡ଼ ପରିବାରର ଭରଣପୋଷଣ କରୁଛି

Synonyms : ପାଳନ କରିବା, ପୋଷଣ କରିବା, ପ୍ରତିପାଳନ କରିବା, ଭରଣପୋଷଣ କରିବା


Translation in other languages :

किसी के निर्वाह के लिए साधन जुटाना।

श्याम एक बड़े परिवार का भरण-पोषण करता है।
भरण-पोषण करना