Meaning : କୌଣସି ବସ୍ତୁ, ବ୍ୟକ୍ତିଆଦିର କାମକରିବାରେ ଯୋଗ୍ୟତା ଅଛି କି ନାହିଁ ଜାଣିବାପାଇଁ ପରୀକ୍ଷା କରିବା
Example :
ଏହି ଛୋଟ କାମ୍ ଜରିଆରେ ମୁଁ ତାକୁ ପରୀକ୍ଷା କରୁଛି କି ସେ ମୋ କାମପାଇଁ ଯୋଗ୍ୟ କି ନୁହେଁ
Synonyms : ଅବଲୋକନ କରିବା, ଦେଖିବା, ପରଖିବା, ପରୀକ୍ଷଣ କରିବା
Translation in other languages :
किसी वस्तु, व्यक्ति आदि के गुण, दोष को जाँचना कि यह अमुक काम के योग्य है कि नहीं।
इस छोटे से कार्य के जरिए मैं उसको परख रहा हूँ कि वह मेरे काम का है या नहीं।To look at critically or searchingly, or in minute detail.
He scrutinized his likeness in the mirror.Meaning : ଚିକିତ୍ସକଙ୍କର ଜଣେ ବ୍ୟକ୍ତିର ରୋଗ ବା ତାର କାରଣ ନିର୍ଣ୍ଣୟ କରିବା
Example :
ଚିକିତ୍ସକ ଶୋଇଥିବା ରୋଗୀକୁ ପରୀକ୍ଷା କରୁଛନ୍ତି
Synonyms : ଯାଞ୍ଚ କରିବା
Translation in other languages :
Meaning : ଯୋଗ୍ୟତା, ବେଶେଷତା, ସାମର୍ଥ୍ୟ, ଗୁଣଆଦି ଜାଣିବାପାଇଁ ଶୋଧ ସମ୍ବନ୍ଧୀୟ କାମ କରିବା ବା କିଛି ବିଶେଷ କାମ କରିବା
Example :
ବଣିଆ ସୁନାର ଶୁଦ୍ଧତା ପରୀକ୍ଷା କରେ
Synonyms : ଜାଞ୍ଚ କରିବା, ପରୀକ୍ଷଣ କରିବା
Translation in other languages :
योग्यता, विशेषता, सामर्थ्य, गुण आदि जानने के लिए शोध संबंधी कार्य करना या कुछ विशेष काम करना।
सोनार सोने की शुद्धता परखता है।Meaning : କୌଣସି ରୋଗର କାରଣ ଜାଣିବା ପାଇଁ କୌଣସି ଶାରିରୀକ ଦ୍ରବ୍ୟକୁ କୌଣସି ଯନ୍ତ୍ର ବା ରାସାୟନିକ ପ୍ରକ୍ରିୟା ଦ୍ୱାରା ଅବଲୋକନ କରିବା
Example :
ଚିକିତ୍ସକ ପ୍ରୟୋଗଶାଳାରେ ରକ୍ତ ପରୀକ୍ଷା କରୁଛନ୍ତି
Synonyms : ଯାଞ୍ଚ କରିବା
Translation in other languages :