Meaning : କୌଣସି ସ୍ଥାନରେ ପହଞ୍ଚିବାର ପ୍ରକ୍ରିୟା
Example :
ଆଜି ତାଙ୍କର ଭୁବନେଶ୍ୱରରେ ପହଞ୍ଚିବା ଦରକାର
Translation in other languages :
Meaning : ଗୋଟିଏ ସ୍ଥାନରୁ ଆସି ଅନ୍ୟ ସ୍ଥାନରେ ଉପସ୍ଥିତ ହେବା
Example :
ଶ୍ୟାମ ଆଜି ଆସିବ ସେ ଆଜି ହିଁ ଦିଲ୍ଲୀରେ ପହଞ୍ଚିଲା
Synonyms : ଆଗମନ କରିବା, ଆସିବା, ଉପସ୍ଥିତ ହେବା
Translation in other languages :
Meaning : କୌଣସି ପଦ, ସ୍ଥାନ ଆଦି ପର୍ଯ୍ୟନ୍ତ ପହଞ୍ଚିବା
Example :
ବିନୋଦ ଭଳି ମୁଁ ମଧ୍ୟ ଆଜି କଲେକ୍ଟର ପଦ ପର୍ଯ୍ୟନ୍ତ ପହଞ୍ଚିଛି ନିଜ ପରିଶ୍ରମ ବଳରେ ସେ ଏହି ପର୍ଯ୍ୟନ୍ତ ପହଞ୍ଚିଛନ୍ତି
Translation in other languages :
Meaning : କାହାକୁ ଠିକ ଜାଗାରେ ପହଞ୍ଚେଇବା
Example :
ଡଙ୍ଗା ନଦୀ କୂଳରେ ଲାଗିଲା
Synonyms : ଲାଗିବା
Translation in other languages :
Meaning : ଖବର ରଖିବା ବା ବୁଝେଇବାରେ ସମର୍ଥ ହେବା
Example :
ଅନ୍ତତଃ ମୁଁ ଏହି ନିଷ୍କର୍ଷରେ ପହଞ୍ଚିଲି
Synonyms : ଉପନୀତ ହେବା
Translation in other languages :
Meaning : ଅଭିପ୍ରାୟ ବା ଉଦ୍ଦେଶ୍ୟ ବୁଝିବା
Example :
ମୁଁ ବହୁତ କଷ୍ଟରେ ଏହି କଥାର ମୂଳରେ ପହଞ୍ଚିଲି
Synonyms : ଉପନୀତ ହେବା
Translation in other languages :
Meaning : ପଠାଯାଇଥିବା ବା ଆସିଥିବା ବସ୍ତୁ କାହାକୁ ପ୍ରାପ୍ତ ହେବା
Example :
ତିନି ସପ୍ତାହ ପୂର୍ବରୁ ପଠାଯାଇଥିବା ଚିଠି ମୋ ପାଖରେ ଏବେ ପର୍ଯ୍ୟନ୍ତ ପହଞ୍ଚିନାହିଁ
Synonyms : ମିଳିବା
Translation in other languages :
Meaning : ଏକ ଅବସ୍ଥାରୁ ଅନ୍ୟ ଅବସ୍ଥାକୁ ପ୍ରାପ୍ତ ହେବା
Example :
ରହିମ ଏବେ ମରଣାସନ୍ନ ଅବସ୍ଥାରେ ପହଞ୍ଚିଛନ୍ତି
Translation in other languages :
Meaning : କୌଣସି ସ୍ଥାନ ପର୍ଯ୍ୟନ୍ତ ବିସ୍ତାରିତ ହେବା
Example :
ବନ୍ୟାର ପାଣି ଗାଁ ପର୍ଯ୍ୟନ୍ତ ପହଞ୍ଚିଗଲା
Synonyms : ବିସ୍ତାରିତ ହେବା, ମାଡ଼ିବା
Translation in other languages :