Meaning : ବୁଲିବୁଲି ଖୁଚୁରା ଜିନିଷ ବିକ୍ରି କରୁଥିବା ଛୋଟ ବେପାରୀ
Example :
ଗାଁରେ ଲୋକମାନେ ବୁଲାବିକାଳୀଙ୍କଠାରୁ କିଛି ଦରକାରୀ ଜିନିଷ କିଣି ନିଅନ୍ତି
Synonyms : ଖୁଚୁରାବେପାରୀ, ବୁଲାବିକାଳୀ, ବୁଲାବେପାରୀ
Translation in other languages :
Meaning : ବୁଲିବୁଲି ସଉଦା ବିକୁଥିବା ବ୍ୟକ୍ତି
Example :
ଫେରିବାଲାର ଶବ୍ଦ ଶୁଣି ପିଲାମାନେ ଘରୁ ବାହାରକୁ ଦୌଡ଼ି ଆସିଲେ
Translation in other languages :