Meaning : ନଷ୍ଟ ବା ବରବାଦ କରିବା
Example :
ଠାକୁରଙ୍କ ପୁଅ ଜୁଆରେ ସବୁ ଟଙ୍କା ଉଡ଼ାଇ ଦେଲା
Synonyms : ଉଡ଼ାଇ ଦେବା, ଉଡ଼େଇ ଦେବା, ନଷ୍ଟକରିବା, ହରେଇବା, ହାରିବା
Translation in other languages :
नष्ट या बरबाद करना।
ठाकुर के बेटे ने जुए में खूब पैसा फूँका।