Meaning : ସୌରଜଗତର ସେହିଗ୍ରହ ଯାହା ଉପରେ ଆମେ ସବୁ ବାସ କରୁଛୁଁ
Example :
ଚନ୍ଦ୍ର ପୃଥିବୀର ଏକ ଉପଗ୍ରହ ହିନ୍ଦୁ ଧର୍ମଗ୍ରନ୍ଥ ଅନୁସାରେ ପୃଥିବୀ ଶେଷନାଗଙ୍କ ଫଣା ଉପରେ ତିଷ୍ଠି ରହିଛି
Synonyms : ଅଚଳା, ଅବନୀ, ଧରଣୀ, ଧରା, ଧରିତ୍ରୀ, ପୃଥିବୀ, ପୃଥ୍ୱୀ, ବସୁଧା, ମହୀ, ମାଟିମା’, ରସା
Translation in other languages :
सौर जगत का वह ग्रह जिस पर हम लोग निवास करते हैं।
चन्द्रमा पृथ्वी का एक उपग्रह है।Meaning : ହିନ୍ଦୁ ଧର୍ମଗ୍ରନ୍ଥରେ ବର୍ଣ୍ଣିତ ଜଣେ ଦେବୀ ଯେ ସମଗ୍ର ସଂସାରକୁ ଧାରଣ କରିଛନ୍ତି
Example :
ଧର୍ମଗ୍ରନ୍ଥରେ ପୃଥିବୀଙ୍କୁ ଭଗବାନ ବିଷ୍ଣୁଙ୍କ ପତ୍ନୀ ବୋଲି କୁହାଯାଇଛି
Synonyms : ଅବନୀ, କ୍ଷିତି, ଧରଣୀ, ଧରା, ଧରିତ୍ରୀ, ପୃଥିବୀ, ପୃଥ୍ୱୀ, ବସୁଧା, ଭୂ-ଦେବୀ
Translation in other languages :
हिन्दू धर्म ग्रंथों में वर्णित एक देवी जो सारे संसार को धारण की हुई हैं।
धर्म ग्रंथों में पृथ्वी को भगवान विष्णु की पत्नी कहा गया है।A Hindu goddess who releases from sin or disease. Mother of the Adityas.
aditi