Meaning : ବିକ୍ରିପାଇଁ ଥିବା ମାଲ ବା ଆଉ କିଛି ବିଷୟର ସୂଚନା ଯାହା ସମସ୍ତଙ୍କୁ ବିଶେଷତଃ ପତ୍ର, ରେଡିଓ, ଏବଂ ଦୂରଦର୍ଶନଆଦି ମାଧ୍ୟମରେ ସୂଚାଇ ଦିଆଯାଏ
Example :
ଆଜିର ଖବର କାଗଜ ବିଜ୍ଞାପନରେ ଭର୍ତ୍ତି
Translation in other languages :
A public promotion of some product or service.
ad, advert, advertisement, advertising, advertizement, advertizingMeaning : ବତାଇବା ବା ସୂଚିତ କରିବାର ପ୍ରକ୍ରିୟା
Example :
ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଏକ ବିଜ୍ଞପ୍ତି ଅନୁସାରେ ସାରା ବିଶ୍ୱରେ ମୂଷାଗୁଡ଼ିକ ୩୩ କୋଟି ଟନ ଚାଉଳ ଖାଇ ଯାଉଛନ୍ତି
Synonyms : ସୂଚନା
Translation in other languages :
बतलाने या सूचित करने की क्रिया।
विश्व स्वास्थ्य संगठन की एक विज्ञप्ति के अनुसार सारे संसार में चूहे ३३ करोड़ टन चावल खा जाते हैं।