Meaning : ଯେଉଁଥିରେ କୌଣସି ପ୍ରକାରର ମଳି ବା ଦୋଷ ନାହିଁ
Example :
ନିର୍ମଳ ମନରେ ପ୍ରଭୁଙ୍କୁ ମନେପକାଅ
Synonyms : ଅନାବିଳ, ଅମ୍ଳାନ, ନିର୍ମଳ, ପବିତ୍ର, ବିଶୁଦ୍ଧ, ଶୁଦ୍ଧ, ସଫା, ସଫାସୁତରା, ସୁତରା, ସ୍ୱଚ୍ଛ
Translation in other languages :
जिसमें किसी प्रकार का मल या दोष न हो।
वातावरण शुद्ध होना चाहिए।