Subscribe
URL of the page has been copied to clipboard.
Meaning : ଇଟା,ପଥର,କାଠଆଦି ଦ୍ୱାରା ପ୍ରାୟ ସ୍ଥାୟୀ ରୂପରେ ପ୍ରସ୍ତୁତ ଏପରି କୌଣସି ନିର୍ମାଣ ଯେଉଁଥିରେ ଛାତ ଓ ପାଚେରିଥାଏ ଏବଂ ଯାହା ବାସ୍ତୁର ଅନ୍ତର୍ଗତ ହୋଇଥାଏ
Example : ଏହି ଭବନ ନିର୍ମାଣପାଇଁ ତିନି ବର୍ଷ ଲାଗିଗଲା
Synonyms : କୋଠା, ଭବନ
Translation in other languages :हिन्दी English
ईंट, पत्थर, लकड़ी आदि की लगभग स्थायी रूप से बनी कोई ऐसी बनावट जिसमें छत और दीवारें होती हैं और जो वास्तु के अंतर्गत आती है।
A structure that has a roof and walls and stands more or less permanently in one place.
Install App