Meaning : ଭିତରେ ଭର୍ତ୍ତିହୋଇଥିବା ନିଆଁ ବା ଗରମର ଫୁଟି ଉଠିବା କାରଣରୁ ବାହାରକୁ ଆସିବାର କ୍ରିୟା
Example :
ଆଗ୍ନେୟଗିରିର ବିସ୍ଫୋରଣରେ ବହୁତ କ୍ଷତି ହେଲା
Synonyms : ବିସ୍ଫୋଟନ
Translation in other languages :
Meaning : ଭିତରର ଉତ୍ତାପରେ ବାହାର ଅଂଶ ଗରମ ହେବା ଓ ଫାଟିଯିବାର କ୍ରିୟା
Example :
ବମ୍ ବିସ୍ଫୋଟନରେ କୋଡ଼ିଏ ଜଣ ଲୋକଙ୍କ ପ୍ରାଣ ଚାଲିଗଲା
Synonyms : ବିସ୍ଫୋଟନ
Translation in other languages :