Meaning : ଗୋଟିଏ ଗଛର ଛୋଟ ପତ୍ର ଯାହାକୁ ସେବନ କଲେ ନିଶା ହୋଇଥାଏ
Example :
ହୋଲି ଦିନ ମୁଁ ଭାଙ୍ଗ ମିଶା ସରବତ ପିଇ ଦେଇଥିଲି
Translation in other languages :
A preparation of the leaves and flowers of the hemp plant. Much used in India.
bhangMeaning : କୌଣସି ବସ୍ତୁ ମୋଡ଼ିହେବା ବା ଲୋଚାହେବାପରେ ଯେଉଁ ଗଢ଼ଣ ହୁଏ
Example :
ପୋଷାକର କୁଞ୍ଚନକୁ ଇସ୍ତ୍ରୀକରି ଦୂର କରାଯାଏ
Translation in other languages :
Meaning : ଯେଉଁ ଛୋଟଗଛର ପତ୍ରକୁ ଲୋକେ ବାଟି ନିଶା ନିମନ୍ତେ ପିଅନ୍ତି
Example :
ସେ ଲୁଚିଛପି ଭାଙ୍ଗ ଖେତ କରେ
Translation in other languages :
Meaning : କନା, କାଗଜ ଆଦିରେ ପକାଯାଉଥିବା ଭାଙ୍ଗ
Example :
ଜେଜେ ତାଙ୍କ ଧୋତିରେ କୁଞ୍ଚ ପକାଇ ପିନ୍ଧୁଛନ୍ତି
Synonyms : କୁଞ୍ଚ
Translation in other languages :
Meaning : ଶରୀରର ଚମଡ଼ା ଉପରେ ହେଉଥିବା ସଙ୍କୋଚନ
Example :
ବୟସ ବଢିବା ସଙ୍ଗେ ସଙ୍ଗେ ଚେହେରା ଉପରେ ଭାଙ୍ଗ ଆସିଯାଏ
Translation in other languages :
Meaning : କପଡ଼ା,କାଗଜ ଆଦିରେ ଭାଙ୍ଗ ପକାଇବା
Example :
ଦରଜି ଫ୍ରକରେ ଘେର ତିଆରି କରିବାପାଇଁ କପଡାରେ ଦାଗ ପକାଉଛି
Translation in other languages :
कपड़े,काग़ज़ आदि में सिकुड़न डालना।
दर्ज़ी फ्राक में घेर बनाने के लिए कपड़े में चुनट डाल रहा है।