Meaning : ସୂର୍ଯ୍ୟ ବା ଚନ୍ଦ୍ରମାଙ୍କ ଚାରି ପଟେ ଦେଖାଯାଉଥିବ ପରିଧି ବା ପରିବେଶ
Example :
ସୂର୍ଯ୍ୟ ମଣ୍ଡଳରେ କେତେକ ଗ୍ରହ ବୁଲୁଥାନ୍ତି
Translation in other languages :
A solid figure bounded by a spherical surface (including the space it encloses).
sphereMeaning : କ୍ଷେତ୍ରଆଦିର ଏଭଳି ବିଭାଗ ଯାହା ଜଣେ ବିଶେଷ ଅଧିକାରୀଙ୍କ ଅଧୀନରେ ଥାଏ ଏବଂ ଯାହା ଜିଲ୍ଲାଆଦିରେ ବିଭାଜିତ ହୋଇଥାଏ
Example :
ସେ ଉତ୍ତରପ୍ରଦେଶର ଗୋରଖପୁର ମଣ୍ଡଳର ଅଧିବାସୀ
Translation in other languages :
Meaning : କୌଣସି କାମ ବା ଉଦ୍ଦେଶ୍ୟ ସାଧନପାଇଁ ଅଭିପ୍ରେତ ଲୋକସମୂହ
Example :
ଆଜିକାଲି ସମାଜରେ ନିତି ନୂଆ ନୂଆ ଦଳ ମୁଣ୍ଡ ଟେକୁଛନ୍ତି
Translation in other languages :
Meaning : ଭୂଗୋଳରେ ଗରମ ଓ ଥଣ୍ଡା ଭିତ୍ତିରେ କରାଯାଇଥିବା ପୃଥିବୀର ପାଞ୍ଚ ଭାଗରୁ ଗୋଟିଏ ଭାଗ
Example :
ଉତ୍ତର ମେରୁ ହିମ ମଣ୍ଡଳରେ ଆସୁଅଛି
Synonyms : ଶୀତ କଟିବନ୍ଧ, ହିମ କଟିବଂଧ, ହିମ ମଣ୍ଡଳ
Translation in other languages :
Any of the regions of the surface of the Earth loosely divided according to latitude or longitude.
geographical zone, zone