Meaning : କୌଣସି ଧର୍ମର ମୂଳ କଥା ଯାହାକୁ ଗ୍ରହଣ କଲେ ସେ ବ୍ୟକ୍ତି ସେହି ଧର୍ମରେ ସମ୍ମିଳିତ ହୋଇଯାଏ
Example :
କବୀର ଅଦ୍ୱୈତ ମତବାଦକୁ ମାନୁଥିଲେ
Synonyms : ବିଶ୍ୱାସ
Translation in other languages :
Meaning : ବିଦ୍ୟା, କଳା ଆଦି ସମ୍ବନ୍ଧରେ କୌଣସି ବିଦ୍ୱାନଙ୍କଦ୍ୱାରା ପ୍ରତିପାଦିତ ଯେଉଁ ସିଦ୍ଧାନ୍ତକୁ ଅନେକ ଲୋକ ମାନିଥାନ୍ତି
Example :
ଡାରୱିନଙ୍କର କ୍ରମବିକାଶ ସିଦ୍ଧାନ୍ତ ଅନୁସାରେ ମଣିଷର ବି ଲାଞ୍ଜ ଥିଲା
Synonyms : ସିଦ୍ଧାନ୍ତ
Translation in other languages :