Meaning : ଜନ୍ମ ଓ ମରଣର ବନ୍ଧନରୁ ଜୀବର ମୁକ୍ତି ହେବାର ଅବସ୍ଥା
Example :
ସାଧୁ ଲୋକଙ୍କର ମୋକ୍ଷ ପ୍ରାପ୍ତି ଘଟେ
Synonyms : ଅମରପଦ, କୈବଲ୍ୟ, ନିର୍ବାଣ, ନିଷ୍କୃତି, ମୋକ୍ଷ, ମୋଚନ
Translation in other languages :
जीव की जन्म और मरण के बंधन से छूट जाने की अवस्था।
सच्चे लोगों को मोक्ष की प्राप्ति होती है।(Hinduism and Buddhism) the beatitude that transcends the cycle of reincarnation. Characterized by the extinction of desire and suffering and individual consciousness.
enlightenment, nirvanaMeaning : ମୃତ୍ୟୁର ଫଳସ୍ବରୂପ ସାଂସାରିକ କଷ୍ଟଭୋଗର ସମାପ୍ତି ଅଥବା ଏଥିରୁ ମିଳୁଥିବା ମୁକ୍ତି
Example :
କ୍ଷୀଣରୋଗରେ ପୀଡିତ ଜୀବନରୁ ସେ ଦିନରାତି ମୁକ୍ତି କାମନା କରୁଛି
Translation in other languages :
The act of reducing something unpleasant (as pain or annoyance).
He asked the nurse for relief from the constant pain.Meaning : ଦାୟିତ୍ବ, ଦେଣା ଆଦିରୁ ମୁକୁଳିବାର ଅବସ୍ଥା ବା ଭାବ
Example :
ଅତିରିକ୍ତ କରଜରୁ ମୁକୁଳିବା ପାଇଁ ଘର ବିକିବା ଛଡା ଅନ୍ୟ ଗତିନାହିଁ
Synonyms : ନିବୃତ୍ତି
Translation in other languages :
Meaning : ମୁକ୍ତି ପାଇବାର କ୍ରିୟା
Example :
ଈଶ୍ୱର ସାଧନା ହିଁ ଜଗତରୁ ମୁକ୍ତି ପାଇବାର ସାଧନ
Synonyms : ଉଦ୍ଧାର, ନିସ୍ତାର, ମୋକ୍ଷ
Translation in other languages :
Recovery or preservation from loss or danger.
Work is the deliverance of mankind.Meaning : ଧନ ଦେଇ ଖଲାସ କରିବା ବା ବନ୍ଧନମୁକ୍ତ କରିବାର କ୍ରିୟା
Example :
ଧନ ନେଇବି ତାଙ୍କର ଏ ପର୍ଯ୍ୟନ୍ତ ବନ୍ଧନ ମୁକ୍ତି ହୋଇନାହିଁ
Synonyms : ବନ୍ଧନ ମୁକ୍ତି
Translation in other languages :
धन देकर छुड़ाने या बंधनमुक्त करने या कराने की क्रिया।
उनका फिरौती का वादा झूठा था।The act of freeing from captivity or punishment.
ransomMeaning : କଷ୍ଟ ବା ବିପତ୍ତିଆଦିରୁ ବଞ୍ଚାଇବା ବା ଉଦ୍ଧାରିବା କାମ
Example :
ଏକମାତ୍ର ଈଶ୍ୱର ହିଁ ଆମ ସମସ୍ତଙ୍କର ଉଦ୍ଧାର କରିବାବାଲା
Synonyms : ଉଦ୍ଧାର, ତାରଣ, ନିସ୍ତାର, ରକ୍ଷା
Translation in other languages :
Recovery or preservation from loss or danger.
Work is the deliverance of mankind.Meaning : କୌଣସି ପ୍ରକାର ଜଂଜାଳ, ବନ୍ଧନ, ଝଂଝଟ ଇତ୍ୟାଦିରୁ ମୁକ୍ତ ହେବାର କ୍ରିୟା
Example :
କୌଣସି ପ୍ରକାର ବନ୍ଧନରୁ ମୁକ୍ତି ହେବାର ଆଶା ସମସ୍ତଙ୍କର ଥାଏ
Synonyms : ନିବୃତ୍ତି, ବନ୍ଧନ ମୁକ୍ତ, ବିମୁକ୍ତି
Translation in other languages :
किसी प्रकार के जंजाल, झंझट, पाश, बंधन आदि से मुक्त होने की क्रिया।
किसी भी प्रकार के बंधन से मुक्ति की आकांक्षा हर एक की होती है।