Meaning : ସୌର ଜ୍ୟୋତିଷ ଅନୁସାରେ କୌଣସି ବ୍ୟକ୍ତିର ଜନ୍ମ ସେତେବେଳେ ହୋଇଛି ଯେତେବେଳେ ସୂର୍ଯ୍ୟ ମେଷରାଶିରେ ଥାଏ ତଥା ଚନ୍ଦ୍ର ଜ୍ୟୋତିଷ ଅନୁସାରେ କୌଣସି ବ୍ୟକ୍ତିର ଜନ୍ମ ସେତେବେଳେ ହୋଇଛି ଯେତେବେଳେ ଚନ୍ଦ୍ର ମେଷରାଶିରେ ଥାଏ
Example :
ମେଷ ରାଶିର ବ୍ୟକ୍ତିଙ୍କପାଇଁ ଏବର୍ଷ ଫଳଦାୟକ
Synonyms : ମେଷ
Translation in other languages :
सौर ज्योतिषानुसार वह व्यक्ति जिसका जन्म तब हुआ हो जब सूर्य मेषराशि में हो।
मेषराशिवालों के लिए यह वर्ष फलदायी है।