Meaning : ଗାଳିକରିବା ବା ଧମକ ଦେବା କ୍ରିୟା ବା ଭାବ
Example :
ଘରଲୋକଙ୍କ ଗାଳିରେ ବିରକ୍ତ ହୋଇ ମୋହନ ଘର ଛାଡ଼ି ପଳାଇଲା
Synonyms : କଟୂବାଣୀ, ଗାଳି, ଧମକ, ଭର୍ତ୍ସନା
Translation in other languages :
A severe scolding.
bawling out, castigation, chewing out, dressing down, earful, going-over, upbraiding