Meaning : ଥଣ୍ଡାକାରଣରୁ (ଫସଲର) ଠିକରୂପେ ବିକଶିତ ନହେବା
Example :
ଅଧିକ ଥଣ୍ଡା କାରଣରୁ ଫସଲ ସାଙ୍କୁଡ଼ିଯାଇଛି
Synonyms : ବଙ୍କାହେବା, ମୋଡ଼ି ହେବା, ଲୋଚାକୋଚା ହେବା, ସାଙ୍କୁଡ଼ିଯିବା
Translation in other languages :
Meaning : ଉପର ଆଡ଼କୁ ସଙ୍କୁଚିତ ହେବା
Example :
ଥରେ ଧୋଇବାପରେ ହିଁ ଏହି ସ୍ୱେଟର୍ ଜାକି ହୋଇଗଲା
Synonyms : ଜାକିହେବା
Translation in other languages :