Meaning : କୌଣସି କଥାର ଚିନ୍ତା, ଅପେକ୍ଷା, ବା ଅଭିଯୋଗ ନ ରହିବା ବା କୌଣସି କଥାରେ ସଂପୂର୍ଣ୍ଣ ପ୍ରସନ୍ନ ହେବାର ଭାବ
Example :
ମୋ କାମ ଆପଣଂକୁ ସନ୍ତୋଷ ଦେଲା କି ନାହିଁ
Synonyms : ସନ୍ତୁଷ୍ଟି
Translation in other languages :
Happiness with one's situation in life.
contentmentMeaning : ମନର ଏହି ଅବସ୍ଥା ଯାହା କାରଣରୁ ଆମେ ସଦାବେଳେ ପ୍ରସନ୍ନ ରହୁ ଏବଂ କୌଣସି କମନା ମନରେ ରହେ ନାହିଁ
Example :
ସନ୍ତୋଷ ମଣିଷକୁ ସୁଖ ଓ ଶାନ୍ତି ପ୍ରଦାନ କରେ
Synonyms : ସନ୍ତୁଷ୍ଟି
Translation in other languages :