Meaning : ସାମାନ୍ୟ ଧର୍ମ ଅଥବା ସ୍ୱରୂପଯୁକ୍ତ ପଦାର୍ଥଆଦିର ସମୂହ
Example :
ଅର୍ଥର ଆଧାର ଉପରେ ଏହି ଶବ୍ଦଗୁଡ଼ିକୁ ତିନୋଟି ବର୍ଗରେ ବିଭକ୍ତ କରାଯାଇଛି ଦରବୃଦ୍ଧି କାରଣରୁ ସବୁ ବର୍ଗର ଲୋକେ ହଇରାଣ ହୁଅନ୍ତି
Translation in other languages :
A general concept that marks divisions or coordinations in a conceptual scheme.
categoryMeaning : ଏକ ସ୍ଥାନରେ ଉପସ୍ଥିତ ବା ଏକରୁ ଅଧିକ ଲୋକ, ପଶୁ ଯାହାଙ୍କୁ ଏକ ଏକକ ରୂପେ ଗ୍ରହଣ କରାଯାଏ
Example :
ଚାଷଜମିକୁ ପଶୁଗୋଠ ନଷ୍ଟଭ୍ରଷ୍ଟ କରିଦେଉଛି
Synonyms : ଗଣ, ଗୋଠ, ଦଳ, ପଲ, ବୃନ୍ଦ, ଯୂଥ, ସମୂହ
Translation in other languages :
एक स्थान पर उपस्थित एक से अधिक मनुष्य, पशु आदि जो एक इकाई के रूप में माने जाएँ।
खेतों को पशुओं का समुदाय तहस-नहस कर रहा है।A large indefinite number.
A battalion of ants.