Meaning : ଯାତ୍ରୀମାନେ ବିଶ୍ରାମ ନେଉଥିବା ସ୍ଥାନ
Example :
କେଦାରନାଥ ଯାତ୍ରା ସମୟରେ ଆମେ ଗୋଟିଏ ପାନ୍ଥଶାଳାରେ ବିଶ୍ରାମ କରିଥିଲୁ
Synonyms : ଚଟିଘର, ପାନ୍ଥଶାଳା, ଯାତ୍ରୀ ବିଶ୍ରାମାଗାର, ସରାଇଘର, ସରେଇଖାନା
Translation in other languages :
यात्रियों के ठहरने का स्थान।
केदारनाथ जाते समय हमने एक सराय में विश्राम किया था।