Meaning : ଯେ ଏଭଳି ସ୍ଥିତିରେ ଥାଏ ଯେପରିକି ତାର କୌଣସି ହାନି ହେବ ନାହିଁ
Example :
ଅନ୍ଧାର ହେବା ପୂର୍ବରୁ ଆମେ ସୁରକ୍ଷିତ ସ୍ଥାନରେ ପହଞ୍ଚି ଯାଇଥିଲେ
Synonyms : ନିରାପଦ
Translation in other languages :
Meaning : ଯାହାର ଭଲ ଭାବରେ ରକ୍ଷା କରାଯାଇଥାଏ
Example :
ଆପଣଙ୍କ ପୁଅ ମୋ ପାଖରେ ସୁରକ୍ଷିତ
Synonyms : ସଯତ୍ନରକ୍ଷିତ
Translation in other languages :
Free from danger or the risk of harm.
A safe trip.