Meaning : ମୂଳରୁ ପ୍ରାପ୍ତ କଟୁ ଗନ୍ଧ ନିର୍ଯାସ ବିଶେଷ କରି ଗୋଟିଏ ବୃକ୍ଷ
Example :
ହେଙ୍ଗୁରୁ ଏହି ନାମରେ ଏକ ବହୁତ ଉପଯୋଗୀ ବସ୍ତୁ ପ୍ରାପ୍ତ ହୋଇଥାଏ ଯାହା ମସଲା, ଔଷଧ ଆଦିରେ ବ୍ୟବହାର ହୁଏ
Synonyms : ହେଙ୍ଗୁ
Translation in other languages :
Meaning : ଆଫଗାନିସ୍ତାନ ଏବଂ ପାରସ୍ୟରେ ହେଉଥିବା ଏକ ପ୍ରକାର ଛୋଟ ଗଛର ଅଠା ବା ଦୁଧ ଯେଉଁଥିରୁ ବହୁତ ତୀବ୍ର ଗନ୍ଧ ବାହାରେ
Example :
ଔଷଧ ତଥା ମସଲାରୂପେ ହିଙ୍ଗୁର ବ୍ୟବହାର କରାଯାଏ
Translation in other languages :