Meaning : ଉଦ୍ଦେଶ୍ୟର ଅଭାବ
Example :
ଉଦ୍ଦେଶ୍ୟହୀନ ଜୀବନ ନିର୍ବାହ କରିବା କେଡ଼େ କଠିନ
Synonyms : ଅନାବଶ୍ୟକ, ଉଦ୍ଦେଶ୍ୟହୀନ, ନିରର୍ଥକ, ନିଷ୍ପ୍ରୟୋଜନ, ପ୍ରୟୋଜନହୀନ, ବ୍ୟର୍ଥ
Meaning : ଯାହା ଉପଯୋଗୀ ନୁହେଁ ବା କୌଣସି ବ୍ୟବହାରରେ ଆସେ ନାହିଁ
Example :
ଏହା ଆପଣଙ୍କପାଇଁ ଅନୁପଯୋଗୀ ବସ୍ତୁ ଅନୁପଯୋଗୀ କଥାରେ ସମୟ ନଷ୍ଟ କରନାହିଁ
Synonyms : ଅନାବଶ୍ୟକ, ଅନୁପଯୋଗୀ, ଉପଯୋଗହୀନ, ନିରର୍ଥକ, ଫାଲତୁ, ବେକାର, ବ୍ୟର୍ଥ
Translation in other languages :
जो उपयोगी न हो या किसी उपयोग में न आए।
यह आपके लिए अनुपयोगी वस्तु है।Having no beneficial use or incapable of functioning usefully.
A kitchen full of useless gadgets.Meaning : ବିନା କାରଣରେ
Example :
ଅକାରଣ ଚିନ୍ତାକଲେ କି ଲାଭ
Translation in other languages :
Having no justifying cause or reason.
A senseless, causeless murder.