Meaning : ସଂଖ୍ୟାର ଚିହ୍ନ
Example :
୦,୧,୨,୩,୪,୫,୬,୭,୮,୯ ଏଗୁଡ଼ିକ ଅଙ୍କ
Synonyms : ସଂଖ୍ୟା
Translation in other languages :
Meaning : ଶୂନରୁ ନଅ ପର୍ଯ୍ୟନ୍ତ ସଂଖ୍ୟା
Example :
ତିନି ଅଙ୍କ ବିଶିଷ୍ଟ ସବୁଠାରୁ ଛୋଟ ସଂଖ୍ୟା ଶହେ
Synonyms : ଅଂକ
Translation in other languages :
Meaning : କାହାରିକୁ ଚିହ୍ନିବାପାଇଁ ବ୍ୟବହୃତ ବା ଦିଆଯାଇଥିବା ଅଙ୍କ ବା ଅଙ୍କ ସମୂହ
Example :
ଖେଳାଳୀଙ୍କପାଇଁ ଅଲଗା ଅଲଗା ଅଙ୍କ ନିର୍ଦ୍ଧାରିତ ହୋଇଥାଏ
Synonyms : ନମ୍ବର
Translation in other languages :
* किसी की पहचान के लिए प्रयुक्त या दिया गया अंक या अंक समूह।
खिलाड़ियों के लिए अलग-अलग अंक निर्धारित होते हैं।Meaning : ଯାହା ସଂଖ୍ୟା ବା ଗଣନାର ସୂଚକ
Example :
ମୋତେ ମାସକୁ ଛଅ ଅଙ୍କ ଦରମାବାଲା ଚାକିରି ମିଳିଲେ ମୁଁ ଖୁସିହେବି
Synonyms : ସଂଖ୍ୟା
Translation in other languages :
Any division of quantity accepted as a standard of measurement or exchange.
The dollar is the United States unit of currency.Meaning : କୌଣସି ପରୀକ୍ଷା ବା ପ୍ରତିଯୋଗିତାରେ ମିଳୁଥିବା ଯେଉଁ ସଂଖ୍ୟାଦ୍ୱାରା ପରୀକ୍ଷାର୍ଥୀ ବା ପ୍ରତିଯୋଗୀଙ୍କ ଶ୍ରେଷ୍ଠତା ବିଷୟରେ ଜାଣିହୁଏ
Example :
ସେ ବାର୍ଷିକ ପରୀକ୍ଷାରେ ଚାରିଶହରୁ ତିନିଶହ ନମ୍ବର ରଖିଛିଭାରତ ଏହି ପ୍ରତିଯୋଗିତାରେ ଦଶ ଅଙ୍କ ପାଇ ଦ୍ୱିତୀୟ ସ୍ଥାନରେ ଅଛି
Synonyms : ନମ୍ବର
Translation in other languages :